Ajira Rashiphala in Odia on 05 January 2021


*ଆଜିର ରାଶିଫଳ*

 *ଜାନୁଆରୀ ୦୫ ତାରିଖ ୨୦୨୧ ମସିହା*

*ମଙ୍ଗଳବାର*

*ପୌଷମାସ-କୃଷ୍ଣପକ୍ଷ*

*ତିଥି-ସପ୍ତମୀ  ରାତ୍ରି ଘଘ୦୪/୧୪ ପର୍ଯ୍ୟନ୍ତ ତଦନ୍ତେ ଅଷ୍ଟମୀ*                                                           *ନକ୍ଷତ୍ର-ଉତ୍ତର।ଫା  ରାତ୍ରି ଘ୦୭/୦୦ପର୍ଯ୍ୟନ୍ତ ତଦନ୍ତେ ହସ୍ତା* 

*ଚନ୍ଦ୍ର -କନ୍ୟା* 

*ଯୋଗ-ସୌଭାଗ୍ୟ*             

*କରଣ- ଵିଷ୍ଟୀ*

*ସୌରମାସ - ଧନୁ ୨୨ ଦିନ* 

*✧═════•❁❀❁•═════✧*

*ସୁର୍ୟୋଦୟ -ପ୍ରାତଃ ଘ୦୬/୨୬/୫୭*

*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୧୮/୨୯*

*✧═════•❁❀❁•═════✧*


*✧═════•❁❀❁•═════✧*  

*🌼🌹꧁ ଆଜିର ରାଶିଫଳ꧂🌹🌼*

        *✧═════•❁❀❁•═════✧*

*🌹ମେଷ🌹👉: ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ଧନଲାଭର ଯୋଗ ରହିଛି। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ। ସ୍ବାସ୍ଥ୍ୟ ବଢ଼ିଆ ରହିବ।** 

 *✧═════•❁❀❁•═════✧*

*🌹ବୃଷ🌹👉: ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ।*

*✧═════•❁❀❁•═════✧*

*🌹ମିଥୁନ🌹👉: ଆଜି କିଛି ନୂଆ ଅନୁଭବ କରି‌େବ। ପଇସା ଯେମିତି ଆସିବ; ସେମିତି ଖର୍ଚ୍ଚ ହୋଇଯିବ। ଅଫିସ୍‌ରେ ମହତ୍ତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ସାକ୍ଷାତ ହେବ। ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ। ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।* 

*✧═════•❁❀❁•═════✧*

*🌹କର୍କଟ🌹👉: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବ। ବିଦେଶରେ ଚାକିରି ପାଇଁ ପ୍ରୟାସ କରୁଥିବା ବ୍ୟକ୍ତିଙ୍କୁ ଶୁଭ ସ˚କେତ ମିଳିପାରେ। ହୋଟେଲ ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ।* 

*✧═════•❁❀❁•═════✧*

*🌹ସି˚ହ🌹👉: ମାଆ ଦୁର୍ଗାଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ସଫଳତାର ଶିଖର ଆଡ଼କୁ ଅଗ୍ରସର ହେବେ। ଆୟ ବୃଦ୍ଧି ହେବ। ବନ୍ଧୁବାନ୍ଧବଙ୍କ ସହିତ ଖୁସି ବାଣ୍ଟିବେ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ। ସ୍ବାସ୍ଥ୍ୟ ପ୍ରତି ଟିକେ ଧୢାନ ଦିଅନ୍ତୁ।*

*✧═════•❁❀❁•═════✧*

*🌹କନ୍ୟା🌹👉: ନିଜର ମିଷ୍ଟ ବ୍ୟବହାରରେ ସବୁ କାମ କରିନେବେ। ପ୍ରବନ୍ଧକର୍ତ୍ତା ଆପଣଙ୍କୁ କୌଣସି ବଡ଼ ଦାୟିତ୍ବ ଦେବେ। ନୂଆ ନୂଆ ଲୋକଙ୍କ ସହିତ ଯୋଗାଯୋଗ ହେବ। କଳାକାରଙ୍କୁ କାର୍ଯ୍ୟକ୍ରମର ଅନୁବନ୍ଧ ମିଳିବ।*

*✧═════•❁❀❁•═════✧*

*🌹ତୁଳା🌹👉: ସାମାଜିକ କାର୍ଯ୍ୟରେ ମହତ୍ତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଆପଣଙ୍କୁ କେହି ବନ୍ଧୁତାର ହାତ ବଢ଼ାଇବେ। ବିଦ୍ୟୁତ୍ ବ୍ୟବସାୟୀମାନେ ବଡ଼ ଡିଲ୍‌ କରିପାରନ୍ତି। ବାହନ କିଣିବା ଲାଗି ମନ ବଳିବ।* 

 *✧═════•❁❀❁•═════✧*

*🌹ବିଛା🌹👉: ଊର୍ଜାର ସ୍ତର ଉଚ୍ଚା ରହିବ। କୌଣସି କାର୍ଯ୍ୟକୁ ନୂଆ କରି ମୂଳରୁ ଆରମ୍ଭ କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ। ଆଇନକାନୁନ ମାମଲାର ସହଜରେ ସମାଧାନର ବାଟ ଫିଟିବ।*

*✧═════•❁❀❁•═════✧*

 *🌹ଧନୁ🌹👉: ଆର୍ଥିକ ଲାଭ ପାଇଁ ଭଲ ଦିନଟିଏ। କୌଣସି କାମରୁ ଯଥେଷ୍ଟ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବା ଲାଗି ବଜାରକୁ ଯିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହିତ ହସଖୁସିରେ ସମୟ କଟିବ।*

*✧═════•❁❀❁•═════✧*

 *🌹ମକର🌹👉: ପରିବାରରେ ଏକତା ଓ ପ୍ରେମ ବଢ଼ିବ। ସ୍ଥଗିତ ଥିବା କାମ ପୂରା କରିବାରେ ସହଯୋଗୀଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ। ପ୍ରିୟ ବନ୍ଧୁଙ୍କ ସହିତ ସମ୍ବନ୍ଧରେ ମଧୁରତା ଆସିବ।*

*✧═════•❁❀❁•═════✧*

*🌹କୁମ୍ଭ🌹👉: ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ, ଆପଣଙ୍କୁ ସଫଳତା ମିଳିବ। ବିଦେଶରେ ବ୍ୟବସାୟ କରୁଥିବା ବ୍ୟକ୍ତିବିଶେଷ ଆଜି ବଡ଼ ଡିଲ୍‌ କରିବେ। ପଇସାକୁ ନେଇ କାହାରି ସହିତ ବିବାଦ ହୋଇପାରେ। ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ।* 

*✧═════•❁❀❁•═════✧*

*🌹ମୀନ🌹👉: ଆଧାତ୍ମିକ ଭାବନାରେ ସମୟ ବିତିବ। ବିଭିନ୍ନ କ୍ଷେତ୍ରରେ ଜ୍ଞାନ ଅର୍ଜନ କରିବାକୁ ପ୍ରୟାସ କରିବେ। କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢ଼ିବେ। ଚାକିରି ସମ୍ବନ୍ଧୀୟ ଖୁସି ଖବର ମିଳିବ।*

*✧═════•❁❀❁•═════✧*

Post a Comment

0 Comments